Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ପ୍ରବଳ ବର୍ଷା ଯୋଗୁଁ ଷ୍ଟେସନରେ ଅଟକିଛି ଇସ୍ପାତ ଟ୍ରେନ୍

13/08/2019 at 1:02 PM

ତରଭା ୧୩|୮: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲିରେ ପ୍ରବଳ ବର୍ଷା ଯୋଗୁଁ ଷ୍ଟେସନରେ ଅଟକି ରହିଛି ଇସ୍ପାତ ଟ୍ରେନ୍ । ଟ୍ରେନ୍ ଲାଇନ୍ ପଟ୍ରିରେ ପାଣି ଜମି ରହୁଥିବାରୁ ଅଟକି ରହିଛି ଟ୍ରେନ୍ । ଅନ୍ୟପଟେ କେବଳ ଡୁଙ୍ଗୁରିପାଲି ନୁହେଁ ତରଭା ବ୍ଲକରେ ମଧ୍ୟ ବନ୍ୟାରେ ସ୍ଥିତି ଗମ୍ଭୀର ହୋଇଛି । ବ୍ଲକର ତେଲ ନଦୀରେ ଜଳସ୍ତର ବଢିବାରୁ ବ୍ରାହ୍ମଣୀ ଏବଂ ଚାରଭାଟା ସୁକତେଲ ନଦୀକୂଳ ମେଣ୍ଡା ଦେଉଳପଦର ରାଣିସରଦା ଏବଂ ପୁଆ ଗ୍ରାମପଂଚାୟତ ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡିଛି । ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ତରଭା ବ୍ଲକ୍ ବନ୍ୟା ସ୍ଥିତି ପରିଦର୍ଶନ କରୁଛନ୍ତି ।

   Related Posts