Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଚନ୍ଦ୍ରଯାନ-୨ରେ ୯୮ପ୍ରତିଶତ ସଫଳତା ମିଳିଛି : ଇସ୍ରୋ ଅଧ୍ୟକ୍ଷ

21/09/2019 at 12:54 PM

ଭୁବନେଶ୍ବର । ଖୋର୍ଦ୍ଧା ୨୧।୯: ଭୁବନେଶ୍ବର ଅରୁଗୁଳ ସ୍ଥିତି ଆଇଆଇଟିର ଆଜି ଅଷ୍ଟମ ସମାବର୍ତ୍ତନ ଉତ୍ସବ । ଏଥିରେ ଯୋଗ ଦେଇଛନ୍ତି ଇସ୍ରୋ ଅଧ୍ୟକ୍ଷ ଡକ୍ଟର କେ. ସିବନ୍ । କେ. ସିବନ୍ଙ୍କ ଯୋଗଦାନକୁ ନେଇ ଛାତ୍ରଛାତ୍ରୀ ବେଶ୍ ଉତ୍ସାହିତ ଅଛନ୍ତି ।

ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ଚନ୍ଦ୍ରାୟନ-୨ ନେଇ ପ୍ରତିକ୍ରିୟା ରଖିଛନ୍ତି ଇସ୍ରୋ ଅଧ୍ୟକ୍ଷ କେ. ସିବନ୍ । ସେ କହିଥିଲେ ଯେ, ଚନ୍ଦ୍ରାୟନ-୨ରେ ୯୮ ପ୍ରତିଶତ ସଫଳତା ମିଳିଛି । ଇସ୍ରୋ ବୈଜ୍ଞାନିକଙ୍କ କାର୍ଯ୍ୟଧାରାକୁ ସେ ପ୍ରଶଂସା କରିଛନ୍ତି । ଲ୍ୟାଣ୍ଡର ବିକ୍ରମର କେଉଁଠି ତ୍ରୁଟି ରହିଲା ତାହାର ଅନୁସନ୍ଧାନ ଚାଲିଛି । ବିକ୍ରମ ସଂପର୍କରେ ତଥ୍ୟ ହସ୍ତଗତ ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ । ଆସନ୍ତାବର୍ଷ ଇସ୍ରୋର ଆଗାମୀ ମିଶନ ଗଗନାୟନ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ସିବନ୍ କହିଛନ୍ତି ।

   Related Posts