Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚଳନ୍ତା ହାଇଓ୍ବା ଗାଡିରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଚାଳକ
  • ||
  • Australian Open 2022 ଟାଇଟଲ୍ ଜିତିଲେ ଏଶ୍ଲେ ବାର୍ଟି, ଦେଶ ପାଇଁ ରଚିଲେ ଇତିହାସ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||

ଏନ୍‌ଏସ୍‌ୟୁଆଇର ରାଜ୍ୟ ସଂଯୋଜକ ଓ ପ୍ରାଥମିକ ସଦସ୍ୟ ପଦରୁ ଇତିଶ ପ୍ରଧାନ ନିଲମ୍ବିତ

15/09/2019 at 8:13 PM

ନୂଆଦିଲ୍ଲୀ – ଛାତ୍ର କଂଗ୍ରେସର ପୂର୍ବତନ ରାଜ୍ୟ ସଭାପତି ତଥା କଂଗ୍ରେସର ଷ୍ଟୁଡେଣ୍ଟ ଓ୍ୱିଙ୍ଗ ଏନ୍‌ଏସ୍‌ୟୁଆଇର ଓଡିଶା ସଂଯୋଜକ ପଦରୁ ଇତିଶ ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ତାଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବିତ କରାଯାଇଥିବା ଏନ୍‌ଏସ୍‌ୟୁଆଇ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।


ଏନ୍ଏସ୍‌ୟୁଆଇର ଓଡିଶା ପ୍ରଭାରୀ ମୋଥା ରୋହିତ ଇତିଶଙ୍କୁ ନିଲମ୍ବିତ କରିଛନ୍ତି । ସେ ଦଳର ଶୃଙ୍ଖଳା ଭଙ୍ଗ କରୁଥିବା ଅଭିଯୋଗରେ ନିଲମ୍ବିତ ହୋଇଥିବା ଏଥିରେ ଉଲ୍ଲେଖ କରାଯାଇଛି ।

ସୂଚନା ଯୋଗ୍ୟ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ମନ୍ତବ୍ୟ ଦେଇ ଇତିଶ ଚର୍ଚ୍ଚାରେ ଥିଲେ । ଏହାପରେ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାପଡିଛି ।

   Related Posts