Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର
  • ||
  • ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହାତ, ମନ୍ତ୍ରୀଙ୍କ କାର୍‌କୁ ପିଟିଲା ଟ୍ରାକ୍ଟର
  • ||
  • କମୁନି ସଂକ୍ରମଣ : ଆଜି ବି ଦେଶରେ ୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୦୯୨ ମୃତ
  • ||
  • ଦନ୍ତାକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ଗୋଡରେ ଲାଗିଛି ଶକ୍ତ ଆଘାତ
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୧୮୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୬୩୫ ପଜିଟିଭ୍
  • ||
  • କମିଛି ତାତି, ୨ ଦିନ ପରେ ପୁଣି ବଢିବ ସୂର୍ଯ୍ୟଙ୍କ ପ୍ରକୋପ
  • ||

ଯୁବତୀଙ୍କ ସହ ଶାରିରୀକ ସମ୍ପର୍କ ଓ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି ଯବାନ ଗିରଫ

13/02/2019 at 5:58 PM

ଫୁଲବାଣୀ ୧୩|୨: ଜଣେ ଯୁବତୀଙ୍କ ସହ ଶାରିରୀକ ସମ୍ପର୍କ ଓ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି ଯବାନ ଗିରଫ । ଯବାନ ଜଣକ ହେଲେ ମୂରଲୀଧର ସ୍ବାଇଁ । ଆସାମର ଏକ ତୈଳ କମ୍ପାନୀରେ ସୁରକ୍ଷା କର୍ମଚାରୀ ଭାବେ କାର୍ଯ୍ୟ କରୁଥିବା ଏହି ଯବାନଙ୍କ ଘର ଭଞ୍ଜନଗର ଅଂଚଳରେ । ଫୁଲବାଣୀ ପିଅନପଡ଼ାର ଜଣେ ଯୁବତୀଙ୍କୁ ପ୍ରତାରିତ କରିଥିବା ଅଭିଯୋଗ ପରେ ଟାଉନଥାନା ପୋଲିସ ସଂପୃକ୍ତ ଯବାନଙ୍କୁ ଗିରଫ କରିଛି । ଅଭିଯୁକ୍ତ ମୂରଲୀଧର ପୂର୍ବରୁ ବିବାହିତ ଓ ତାଙ୍କର ୫ବର୍ଷର କନ୍ୟା ସନ୍ତାନ ଥିବା କଥା ଜାଣିବାକୁ ପାଇଛି ପୋଲିସ ।

   Related Posts