Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ଯବାନଙ୍କ ଆତ୍ମହତ୍ୟା, ସର୍ଭିସ ରାଇଫଲରୁ ଗୁଳି ଚଳାଇ ହାରିଲେ ଜୀବନ

4/12/2021 at 7:48 AM

ମାଲକାନଗିରି, ୦୪|୧୨: ଯବାନଙ୍କ ଆତ୍ମହତ୍ୟା । ନିଜ ସର୍ଭିସ ରାଇଫଲରୁ ଗୁଳି ଫୁଟାଇ ହାରିଲେ ଜୀବନ । ମାଲକାନଗିରି ଜିଲ୍ଲାରେ ନିୟୋଜିତ ଥିବା ଜଣେ ଯବାନ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି ।

ଜିଲ୍ଲାର ପୋଟେରୁ ପୋଲିସ କ୍ୟାମ୍ପରେ ଯବାନ ଜଣଙ୍କ ଆତ୍ମହତ୍ୟା କରିଛନ୍ତି। ମୃତ ଯବାନ ହେଲେ ଦୁର୍ଯ୍ୟୋଧନ ମାଝୀ । ସେ ଓ ଏସଏପି ଚତୁର୍ଥ ବାଟାଲିୟନରେ କାର୍ଯ୍ୟରତ୍ତ ଥିଲେ । ତେବେ ଆତ୍ମହତ୍ୟାର କାରଣ ବର୍ତ୍ତମାନ ସୁଦ୍ଧା ଜଣା ପଡିନାହିଁ । ମାଲକାନଗିରି ଏସପି ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

   Related Posts