Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବୁଧବାର ମୁଖ୍ଯ ଅଭିଯୁକ୍ତ ବିବନର ହେବ ଟିଆଇ ପରେଡ
  • ||
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ମୁଖ୍ଯ ଅଭିଯୁକ୍ତ ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ
  • ||
  • ଆଠଗଡ : ଟାୟାର ଫାଟି ଓଲଟିଲା ଟ୍ରକ୍, ଡ୍ରାଇଭର ଆହତ
  • ||
  • ବାଲେଶ୍ବର : ସୋସିଆଲ୍ ମିଡିଆରେ ସ୍ତ୍ରୀର ଉଲଗ୍ନ ଫଟୋ : ସ୍ବାମୀକୁ ଗିରଫ କରି ଦଫା ଲଗାଇଛି ପୋଲିସ, ଅଭିଯୁକ୍ତ କହୁଛି- ମୁଁ ଅପଲୋଡ୍ କରିନି
  • ||
  • ନୂଆପଡା : ୫ ଡକାୟତ ଗିରଫ, ଲୁଟ୍ ହୋଇଥିବା ଟଙ୍କା ସହ ଅଳଙ୍କାର ଜବତ
  • ||
  • ଭୁବନେଶ୍ବର : ୧୦ ବରିଷ୍ଠ ଅଧିକାରୀଙ୍କୁ ୧୦ ଜିଲ୍ଲା ଦାୟିତ୍ବ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ଭିସୁଟ୍‌ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ରିପୋର୍ଟ ଥିଲା ଭୁଲ୍, ଆଣ୍ଟିଜେନ୍ କିଟ୍ ଖରାପରୁ ୨୫ଜଣଙ୍କର ରିପୋର୍ଟ ଆସିଥିଲା ପଜିଟିଭ୍
  • ||
  • କୋରାପୁଟ : ଜବତ ହେଲା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ୍, ୩ ଅଟକ
  • ||

ଜଗା କାଳିଆଙ୍କୁ ଡିସଚାର୍ଜ କରାଯିବ ବୋଲି ଏମ୍ସର ଘୋଷଣା

20/08/2018 at 3:57 AM

ନୂଆଦିଲ୍ଲୀ୨୦/୮: ଏମ୍ସରେ ଚିକିତ୍ସାଧୀନ ଜଗା-କାଳିଆ ବର୍ତ୍ତମାନ ସୁସ୍ଥ ଅଛନ୍ତି । ସେମାନଙ୍କୁ ଡିସଚାର୍ଜ କରାଯାଇପାରିବ ବୋଲି ଏମ୍ସ ପକ୍ଷରୁ ଜଣାପଡିଛି । ତେଣୁ ପିଲାମାନଙ୍କ ସହ ଘରକୁ ଫେରିବାକୁ ଚାହୁଁଛନ୍ତି ଜଗା କାଳିଆଙ୍କ ବାପା ମା । ନ୍ୟୁଜ ୭ ହାତରେ ଲାଗିଥିବା ଭିଡିଓରୁ ଏହା ଜଣାପଡିଛି । ଖୁବଶୀଘ୍ର ଏମ୍ସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ଜଗା କାଳିଆଙ୍କ ଡିସଚାର୍ଜ ନେଇ ଘୋଷଣା କରାଯିବ ।

   Related Posts