Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ବାରମ୍ବାର ଓଡିଶା ଫେରିବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରୁଛନ୍ତି ଜଗା କାଳିଆଙ୍କ ପରିବାର

1/11/2018 at 4:58 PM

ନୂଆଦିଲ୍ଲୀ ୧/୧୧: ବାରମ୍ବାର ଓଡିଶା ଫେରିବାକୁ ଅନୁରୋଧ କରୁଛନ୍ତି କହଁର ପରିବାର। ଜଗା କାଳିଆର ଚିକିତ୍ସା ଓ ଦୀଲ୍ଲି ଏମସରେ ରହଣିକୁ ବର୍ଷେ ୪ ମାସ ହେଲାଣି। ତେଣୁ ବାରମ୍ବାର ଘରକୁ ଫେରିବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରୁଛନ୍ତି କିନ୍ତୁ କୈଣସି ନିଷ୍ପତ୍ତି ହୋଇ ପାରୁନି। ଏହାକୁ ନେଇ ଚିନ୍ତାରେ ପରିବାର। ସେପଟେ ଗାଁରେ ୨ ଛୁଆ ଏକା ଅଛନ୍ତି ବାପା ମାଙ୍କଠୁ ଦୁରରେ। ଜଗାକାଳିଆ ସୁସ୍ଥ ଥିବା ବେଳେ ସେମାନଙ୍କର ଚିକିତ୍ସା ଓଡିଶାରେ କରିବାକୁ ଅନୁରୋଧ କରିଛନ୍ତି କହଁର ପରିବାର।

 

   Related Posts