Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବୁଧବାର ମୁଖ୍ଯ ଅଭିଯୁକ୍ତ ବିବନର ହେବ ଟିଆଇ ପରେଡ
  • ||
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ମୁଖ୍ଯ ଅଭିଯୁକ୍ତ ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ
  • ||
  • ଆଠଗଡ : ଟାୟାର ଫାଟି ଓଲଟିଲା ଟ୍ରକ୍, ଡ୍ରାଇଭର ଆହତ
  • ||
  • ବାଲେଶ୍ବର : ସୋସିଆଲ୍ ମିଡିଆରେ ସ୍ତ୍ରୀର ଉଲଗ୍ନ ଫଟୋ : ସ୍ବାମୀକୁ ଗିରଫ କରି ଦଫା ଲଗାଇଛି ପୋଲିସ, ଅଭିଯୁକ୍ତ କହୁଛି- ମୁଁ ଅପଲୋଡ୍ କରିନି
  • ||
  • ନୂଆପଡା : ୫ ଡକାୟତ ଗିରଫ, ଲୁଟ୍ ହୋଇଥିବା ଟଙ୍କା ସହ ଅଳଙ୍କାର ଜବତ
  • ||
  • ଭୁବନେଶ୍ବର : ୧୦ ବରିଷ୍ଠ ଅଧିକାରୀଙ୍କୁ ୧୦ ଜିଲ୍ଲା ଦାୟିତ୍ବ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ଭିସୁଟ୍‌ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ରିପୋର୍ଟ ଥିଲା ଭୁଲ୍, ଆଣ୍ଟିଜେନ୍ କିଟ୍ ଖରାପରୁ ୨୫ଜଣଙ୍କର ରିପୋର୍ଟ ଆସିଥିଲା ପଜିଟିଭ୍
  • ||
  • କୋରାପୁଟ : ଜବତ ହେଲା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ୍, ୩ ଅଟକ
  • ||

୪ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଜଗନ୍ନାଥ ସଂସ୍କୃତି ସୁରକ୍ଷା ପରିଷଦ ମଞ୍ଚ

19/08/2018 at 8:15 AM

ଭୁବନେଶ୍ୱର ୧୯/୮ : ୪ ଦଫା ଦାବି ନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ଜଗନ୍ନାଥ ସଂସ୍କୃତି ସୁରକ୍ଷା ପରିଷଦ ମଞ୍ଚ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କ ଦାବି ଜଣାଇବ ମଞ୍ଚ । ବିଶେଷ କରି ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ, ସେବାୟତଙ୍କ କୌଳିକ ବୃତ୍ତିକୁ ବଜାୟ ରଖିବା, ବ୍ରହ୍ମ ବିଭ୍ରାଟ ରିପୋର୍ଟ ସାର୍ବଜନୀନ କରିବା ଦାବିରେ ଏକ ସ୍ମାରକ ପତ୍ର ମୁଖ୍ୟମନ୍ତ୍ରୀଙ୍କୁ ଦେଇ ଅବଗତ କରାଇବେ ଏହି ପଦଯାତ୍ରୀ ଦଳ । ଲିଙ୍ଗରାଜ ମନ୍ଦିର ନିକଟରୁ ପଦଯାତ୍ରାରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଗତ ୧୬ ତାରିଖରୁ ଆରମ୍ଭ ହୋଇଥିବା ଶ୍ରୀମନ୍ଦିର ସିଂହଦ୍ୱାର ଠାରୁ ଆରମ୍ଭ ହୋଇଥିବା ଏହି ପଦଯାତ୍ରାରେ ବିଭିନ୍ନ ସାମାଜିକ ସଂଗଠନ ଓ ସ୍ବେଛାସେବୀ ସାମିଲ ହୋଇଛନ୍ତି |

   Related Posts