ୟୁନାଇଟେଡ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏଟିଏମ ଭାଙ୍ଗି ଟଙ୍କା ଲୁଟି ନେଲେ ଦୁର୍ବୁତ୍ତ

Published By : Prameya-News7 Bureau | June 03, 2019 IST

ଜଗତସିଂହପୁର ୩/୬ : ଜଗତସିଂହପୁର ସହର ସ୍ଥିତ ୟୁନାଇଟେଡ୍ ବ୍ୟାଙ୍କ ଇଣ୍ଡିଆ ଏଟିଏମରେ ଲୁଟ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଏଟିଏମ ଭାଙ୍ଗି ଟଙ୍କା ଲୁଟ୍ କରିଛନ୍ତି ଦୁର୍ବୁତ୍ତ । କେତେ ଟଙ୍କା ଲୁଟ୍ ହୋଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହାଇନାହିଁ । ଘଟଣାସ୍ଥଳରେ ଜଗତସିଂହପୁର ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।

{"id":118971}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.