Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • IIFLରୁ ସୁନା ଲୁଟ୍ ମାମଲା : ଆଉ ୨ ଜଣଙ୍କୁ ବାନ୍ଧିଲା ପୋଲିସ, ମୁଖ୍ୟ କାର୍ପଟଦାର ଲାଲାର ଥିଲେ ସହଯୋଗୀ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୫୦ କରୋନା ସଂକ୍ରମିତ, ୩୧୭୭୮୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କନ୍ଧମାଳ : କନ୍ଧମାଳରେ ଅପରେସନ ଗ୍ରୀନ କ୍ଲିନ୍ , ପୁଣି ୧୯ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||

ୟୁନାଇଟେଡ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏଟିଏମ ଭାଙ୍ଗି ଟଙ୍କା ଲୁଟି ନେଲେ ଦୁର୍ବୁତ୍ତ

3/06/2019 at 8:16 AM

ଜଗତସିଂହପୁର ୩/୬ : ଜଗତସିଂହପୁର ସହର ସ୍ଥିତ ୟୁନାଇଟେଡ୍ ବ୍ୟାଙ୍କ ଇଣ୍ଡିଆ ଏଟିଏମରେ ଲୁଟ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଏଟିଏମ ଭାଙ୍ଗି ଟଙ୍କା ଲୁଟ୍ କରିଛନ୍ତି ଦୁର୍ବୁତ୍ତ । କେତେ ଟଙ୍କା ଲୁଟ୍ ହୋଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହାଇନାହିଁ । ଘଟଣାସ୍ଥଳରେ ଜଗତସିଂହପୁର ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।

   Related Posts