Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା : ଚିକିତ୍ସିତ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ

7/02/2019 at 9:21 AM

ଜଗତସିଂହପୁର ୭|୨: ଜଣେ ମହିଳାଙ୍କ ହତ୍ୟାକୁ ନେଇ ଜଗତସିଂହପୁର ଏରସମା ଥାନା ପିତାପାଣି ଗାଁରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି । ଗତ ରବିବାର ଦିନ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁର ଜଣେ ମହିଳାଙ୍କୁ କେତେକ ଲୋକ ମରଣାନ୍ତକ ଆକ୍ରମଣ କରିଥିଲେ । ସେ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ , ଆଜି ତାଙ୍କର ମୃତ୍ୟୁ ଘଟିଛି । ଏହାପରେ ଗାଁ ଲୋକେ ଉତ୍ୟକ୍ତହୋଇ ଅଭିଯୁକ୍ତ ଓ ତାର ସହଯୋଗୀଙ୍କ ଘରେ ପଶି ବ୍ୟାପକ ଭଙ୍ଗାରୁଜା କରିଛନ୍ତି । ଏହି ଘଟଣା ପରେ ଗାଁ ଜନଶୂନ୍ୟ ହୋଇପଡ଼ିଛି । ପିତାପାଣି ଗାଁରେ ପୋଲିସ ମୁତୟନ ହୋଇଥିବା ବେଳେ ଅଭିଯୁକ୍ତଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ଜଗତସିଂହପୁର ଏସ୍.ଡି.ପି.ଓ କହିଛନ୍ତି ।

   Related Posts