Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ପାରାଦୀପରେ ଜାହାଜ ଭିତରେ ନାବିକଙ୍କ ଆତ୍ମହତ୍ୟା, ମୃତ୍ୟୁର କାରଣ ଅସ୍ପଷ୍ଟ

5/10/2020 at 10:33 PM

ପାରାଦୀପ୫/୧୦: ପାରାଦୀପ ଜାହାଜ ଭିତରେ ୨୩ ବର୍ଷୀୟ ନାବିକଙ୍କ ଆତ୍ମହତ୍ୟା। ରାଜିଆ ସୁଲତାନା ନାମକ ଜାହାଜର ନାବିକ। ନାବିକ ଜଣଙ୍କର ପରିଚୟ ଏ.କେ ଗୌତମ ବୟସ ୨୩ ବର୍ଷ, ଘର କେରଳ ରାଜ୍ୟର ବୋଲି ସୂଚନା ମିଳିଛି। ପାରାଦୀପରେ ଥିବା ତଟରକ୍ଷୀ ବାହିନୀର ରାଜିଆ ସୁଲତାନା ନାମକ ଜାହାଜରେ ଦୀର୍ଘ ବର୍ଷେ ହେବ ନାବିକ ଭାବେ ନିଯୁକ୍ତି ପାଇ କାର୍ଯ୍ୟ କରି ଆସୁଥିଲେ । ତେବେ କୌଣସି କାରଣରୁ ଆଜି ସକାଳୁ ଜାହାଜରେ ଥିବା ମେସିନ ରୁମରେ ରାଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ତେବେ ଜାହାଜରେ ଥିବା ଅନ୍ୟ କର୍ମଚାରୀ ଝୁଲନ୍ତା ଅବସ୍ଥାରେ ଦେଖି କୋଷ୍ଟଗାର୍ଡ଼ ଅଧିକାରୀଙ୍କୁ ଖବର ଦେବା ପରେ କୋଷ୍ଟଗାର୍ଡ଼ ଅଧିକାରୀ ପାରାଦୀପ ମେରାଇନ ପୋଲିସ ତୁରନ୍ତ ଜଣାଇଥିଲେ ।ତେବେ ମେରାଇନ ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିବା ସୂଚନା ମିଳିଛି।

   Related Posts