Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଜୟପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ଆଜିଠାରୁ ୧୫ଦିନ ଯାଏଁ ଜୟପୁର ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

4/12/2018 at 1:17 PM

ଜୟପୁର ୦୪|୧୨: ପଶ୍ଚିମ ଓଡିଶା ପରେ ଏବେ ଦକ୍ଷିଣ ଓଡିଶାରେ ହାଇକୋର୍ଟର ସ୍ଥାୟୀ  ବେଞ୍ଚ୍ ପ୍ରତିଷ୍ଠା ଦାବି ଜୋର ଧରିଛି । ଜୟପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଜିଠାରୁ ୧୫ଦିନ ଧରି ଜୟପୁର ଓକିଲ ସଂଘ କାର୍ଯ୍ୟବନ୍ଦ ଆନ୍ଦୋଳନ। ୧୫ ଦିନ ପାଇଁ କୋର୍ଟ ବର୍ଜନ କରିବେ ଓକିଲ ସଂଘ । ଦାବି ପୁରଣ ନହେଲେ ଆସନ୍ତା ୧୮ ତାରିଖ ଦିନ ଜୟପୁର ବନ୍ଦ ଡାକରା ଦେବାକୁ ନିଷ୍ପତ୍ତି ନେଇଛି ଓକିଲ ସଂଘ । ଗତ ମାସରେ ମଧ୍ୟ ଏହି ଦାବିରେ ଆଇନଜୀବୀମାନେ ଜୟପୁରରେ ଧାରଣାରେ ବସିଥିଲେ ।

   Related Posts