Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

ଆସନ୍ତା ବର୍ଷ ଭାରତର ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବେ ବ୍ରାଜିଲର ରାଷ୍ଟ୍ରପତି ଜାୟର ବୋସ୍ଳୋନାରୋ

14/11/2019 at 8:56 PM

ନୂଆଦିଲ୍ଲୀ ୧୪।୧୧ -ବ୍ରାଜିଲର ରାଷ୍ଟ୍ରପତି ଜାୟର ବୋସ୍ଳୋନାରୋ ଆସନ୍ତା ବର୍ଷ ଭାରତର ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବେ । ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣକୁ ଗ୍ରହଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀ ୧୧ତମ ବ୍ରିକ୍ସ ସମ୍ମିଳନୀରେ ସାମିଲ ହେବାକୁ ବ୍ରାଜିଲ ଗସ୍ତରେ ଅଛନ୍ତି । ମୋଦୀ ଏହି ସମ୍ମିଳନୀ ମାଧ୍ୟମରେ ବୋସ୍ଲୋନାରୋଙ୍କୁ ଭେଟିଛନ୍ତି । ଏହି ବ୍ରିକ୍ସ ସମ୍ମିଳନୀ ଆତଙ୍କବାଦ ବିରୋଧକ ସହଯୋଗ ପାଇଁ ତନ୍ତ୍ର କରିବା ଉପରେ କେନ୍ଦ୍ରିତ କରିବ ଏବଂ ବିଶ୍ୱର ୫ ପ୍ରମୁଖ ଅର୍ଥବ୍ୟବସ୍ଥା ସହିତ ଭାରତର ସଂପର୍କକୁ ମଜବୁତ କରିବ ।

   Related Posts