Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ବିପଦ ସଙ୍କେତ ଟପିଲା ଜଳକା ନଦୀର ଜଳସ୍ତର

25/09/2019 at 9:48 AM

ଜଳେଶ୍ବର ୨୫।୯: ଜଳେଶ୍ବରରେ ବିପଦ ସଙ୍କେତ ଟପିଲା ଜଳକା ନଦୀ ଜଳସ୍ତର । ବସ୍ତା ବ୍ଲକ ମଥାନୀ ଠାରେ ବିପଦ ସଙ୍କେତ ୫.୫୦ ମିଟର ଥିବା ବେଳେ ସକାଳ ୮ଟା ସୁଦ୍ଧା ନଦୀର ଜଳସ୍ତର ୫.୯୦ମିଟର ରହିଛି । ଘଣ୍ଟା ପ୍ରତି ୦.୧୦ ମିଟରରେ ଜଳସ୍ତର ବଢୁଛି । ତେଣୁ ଜଳକା ନଦୀ କୂଳିଆ ଗାଁ ଲୋକେ ଆଶଙ୍କାରେ ଅଛନ୍ତି ।

   Related Posts