Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||
  • ଲମତାପୁଟ : ଗଞ୍ଜେଇ ଚାଲାଣ ରୋକିବାକୁ କୋରାପୁଟ ପୋଲିସର ବଡ ପଦକ୍ଷେପ, ଆରମ୍ଭ ହେଲା ଅପରେସନ୍ ଗ୍ରୀନ୍ କ୍ଲିନ୍
  • ||

ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

11/04/2021 at 7:53 AM

ବଡ଼ବିଲ ୧୧।୦୪ : କେନ୍ଦୁଝର ଜିଲ୍ଲା  ବଡ଼ବିଲ ମଧୁସୂଦନ ଛକରେ ଭୟାବହ ଅଗ୍ନିକାଣ୍ଡ ।  ଜଳିଗଲା ୪ଟି ଦୋକାନ ।  ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ । ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।

ରବିବାର ଦିନ ସକାଳ ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ନିଆଁ ଲାଗି  ସେଠାରେ ଥିବା ଗାଡି ଦୋକାନ, ଫୁଲ ଦୋକାନ, ସାଇକେଲ ରିପାଏରିଂ ଦୋକାନ ପୋଡି ପାଉଁଶ ହୋଇଯାଇଛି ।   ନିଆଁ ଲାଗିଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ସୂଚନା ପାଇ ଘଟଣା ସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଯାହା ଫଳରେ ନିଆଁ ପାଖ ଘର ମାନଙ୍କୁ ବ୍ୟାପିପାରିନଥିଲା । ତେବେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।

   Related Posts