Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

କାଶ୍ମୀର ସାଧାରଣ ନାଗରିକ ହତ୍ୟାର ତଦନ୍ତ କରିବ NIA, ଗୃହ ମନ୍ତ୍ରାଳୟକୁ ଚିଠି ଲେଖିଲେ ଡିଜିପି

19/10/2021 at 12:16 PM

ନୂଆଦିଲ୍ଲୀ ୧୯/୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ସାଧାରଣ ଲୋକଙ୍କୁ ହତ୍ୟା କରୁଥିବା ବେଳେ ଏହାର ଛାନଭିନ ଦାୟିତ୍ୱ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ)କୁ ମିଳିଛି । ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାୟ ୧୧ ଜଣ ସାଧାରଣ ଲୋକ ଇତି ମଧ୍ୟରେ ପ୍ରାଣ ହରାଇଛନ୍ତି । ଏମାନଙ୍କ ମଧ୍ୟରେ ସବୁ ଧର୍ମରୁ ଲୋକ ରହିଛନ୍ତି । ତେବେ କଶ୍ମୀରରେ ରହୁଥିବା ବାହାର ରାଜ୍ୟର କିଛି ଲୋକ ମଧ୍ୟ ଆତଙ୍କୀଙ୍କ ଗୁଳିର ଶିକାର ହୋଇଛନ୍ତି ।

ଏହା ପଛରେ ବଡ଼ଧରଣର ଷଡ଼ଯନ୍ତ୍ର ଥିବା ଆଶଙ୍କା କରି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଏନଆଇଏକୁ ତଦନ୍ତ ଦାୟିତ୍ୱ ଦେଇଥିବା ଜଣାପଡ଼ିଛି । ଅକ୍ଟୋବର ୫ ରେ ଜାମ୍ମୁ କାଶ୍ମୀରରେ ହୋଇଥିବା ହତ୍ୟାକାଣ୍ଡର ଏନଆଇଏ ଯାଞ୍ଚ କରିବ । ଲାଲ ବଜାରରେ ରସାୟନ ବିଜ୍ଞାନୀ ମଖାନ ଲାଲ ବିନ୍ଦୁ ଏବଂ ଭେଲପୁରୀ ବିକ୍ରେତା ବିରେନ୍ଦ୍ରଙ୍କ ହତ୍ୟା ଘଟଣାର ଏନଆଇଏ ଯାଞ୍ଚ କରିବ । ବିଷ୍ଣୁ ଜଣେ କାଶ୍ମୀର ପଣ୍ଡିତ ହୋଇଥିବାବେଳେ ପାସୱାନ୍ ବିହାରର ଜଣେ ଶ୍ରମିକ ଥିଲେ ।

   Related Posts