Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : କପିଳାଶ ଜାଗର ଯାତ୍ରା ପାଇଁ କଟକଣା, ଜିଲ୍ଲା ବାହାର ଭକ୍ତଙ୍କୁ ମନା, ଜିଲ୍ଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • କଟକ : ରାଜ୍ୟରେ ପୁଣି ବଢିଲା ବସ୍ ଭଡା, ସାଧାରଣ ଓ ଏକ୍ସପ୍ରେସ କିଲୋମିଟର ପିଛା ୫ପଇସା, ଡିଲକ୍ସ ଓ ଏସି ଡିଲକ୍ସ ୧୦ପଇସା ବୃଦ୍ଧି
  • ||
  • ଧର୍ମଗଡ : ବାଇକ୍ ଉପରେ ମାଡିଗଲା ବସ୍, ଘଟଣାସ୍ଥଳରେ ୩ ମୃତ
  • ||
  • ସାନଖେମୁଣ୍ଡି : ବାରହା ଆକ୍ରମଣରେ ୭ ଆହତ, ଗ୍ରାମବାସୀ ଭୟଭୀତ
  • ||
  • ରାଉରକେଲା : ଶିଶୁପାଳ ହୋଇ ଫେରିଲା ବର, ଅଧାରୁ ବନ୍ଦ ହେଲା ବାଲ୍ୟ ବିବାହ
  • ||
  • ଆଠଗଡ : ସରିଯାଉଛି ଟୋକନ ଅବଧି, ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଚାଷୀଙ୍କ ରାସ୍ତା ଅବରୋଧ
  • ||
  • ଭଦ୍ରକ : ଅଷ୍ଟପ୍ରହରୀ ଚାନ୍ଦା ପାଇଁ ଗଛରେ ବାନ୍ଧି ନିସ୍ତୁକ ମାଡ ଅଭିଯୋଗ, ଥାନାରେ ଏତଲା
  • ||
  • ନୀଳଗିରି : ନୀଳଗିରି ସହରରେ ବୁଲୁଛି ଭାଲୁ, ଲୋକେ ଭୟଭୀତ
  • ||
  • ରାଉରକେଲା : ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍
  • ||
  • ସାନଖେମୁଣ୍ଡି : ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ ବିଦେଶୀ ମଦ ବିକ୍ରି, ଚଢାଉ କରି ନଷ୍ଟ କଲା ପୋଲିସ
  • ||

ଜାମ୍ମୁ-କାଶ୍ମୀରରେ ସୁରକ୍ଷା କର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ ; ୩ ଆତଙ୍କୀ ନିହତ

5/05/2018 at 10:10 AM

ଜାମ୍ମୁ-କାଶ୍ମୀର ଛତ୍ତାବଲ ଅଞ୍ଚଳରେ ସୁରକ୍ଷା କର୍ମୀଙ୍କ ଗୁଳିରେ ୩ ଆତଙ୍କୀ ନିହତ | ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ଗୁଳି ବିନିମୟ ବେଳେ ଜଣେ ସାଧାରଣ ଲୋକଙ୍କ ମଧ୍ୟ ମୃତ୍ୟୁ ହୋଇଛି | ୨ ଜଣା ଯବାନ ଓ ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ୩ ଆତଙ୍କୀଙ୍କ ମୃତ୍ୟୁ ହେବ ପରେ ସ୍ଥାନୀୟ ଅଂଚଳରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି | ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

Leave a Reply

   Related Posts