Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

କୋଭିଡ୍ କଟକଣା ଭିତରେ ପାଳନ ହେବ ‘ଗଣତନ୍ତ୍ର ଦିବସ’

7/01/2021 at 8:21 PM

ଭୁବନେଶ୍ୱର୭/୧: କୋଭିଡ୍ କଟକଣା ମାନି ପାଳନ ହେବ ଗଣତନ୍ତ୍ର ଦିବସ। ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବା ବେଳେ ସମ୍ପୂର୍ଣ୍ଣ ଭାବେ ଭୟ ରହିଛି। ତେଣୁ ଆସନ୍ତା ଜାନୁଆରୀ ୨୬ ତାରିଖରେ ଗଣତନ୍ତ୍ର ଦିବସ ପାଳନ ହେବ। ସରକାରଙ୍କ କୋଭିଡ ନିର୍ଦ୍ଦେଶାବଳୀ ସହ ଗଣତନ୍ତ୍ର ଦିବସ ପାଳିତ ହେବାକୁ ଯାଉଛି। ମହାତ୍ମା ଗାନ୍ଧୀ ମାର୍ଗରେ ପତାକା ଉତ୍ତୋଳନ କରିବେ ରାଜ୍ୟପାଳ ଗଣେଶୀ ଲାଲ। ଜାନୁଆରୀ ୨୬ ସକାଳ ୮.୩୦ ମିନିଟରେ ପତାକା ଉତ୍ତୋଳନ ହେବ । ସମ୍ମାନିତ ଅତିଧି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗଦେବେ। ଅନ୍ୟପଟେ କାଲିଠୁ ରାଜ୍ୟର ସ୍କୁଲ ଖୋଲିବ। ସ୍କୁଲରେ ମଧ୍ୟ ଗଣତନ୍ତ୍ର ଦିବସ ପାଳିତ ହେବ। କୋଭିଡ୍‌ କଟକଣା ମଧ୍ୟରେ ସ୍କୁଲରେ ଗଣତନ୍ତ୍ର ଦିବସ ପାଳିତ ହେବ।

   Related Posts