Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଜଟଣୀ ବିଜେପି ପକ୍ଷରୁ ଥାନା ଆଗରେ ବିକ୍ଷୋଭ, ମମିତାଙ୍କୁ ନ୍ୟାୟ ଦାବି

8/11/2021 at 8:35 PM

ଜଟଣୀ, ୮।୧୧: ଜଟଣୀ ବିଜେପି ପକ୍ଷରୁ ଆଜି ସାନ୍ଧ୍ୟାରେ ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଜଟଣୀ ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l ଏଇ ବିକ୍ଷୋଭରେ ଜଟଣୀ ବିଜେପିର ବିଧାୟକ ପାର୍ଥି ଥିବା ବିଶ୍ୱରଂଜନ ବଡ଼ଜେନାଙ୍କ ନେତୃତରେ ବହୁ ବିଜେପି କର୍ମୀ ଯୋଗଦେଇଥିଲେ ।

ମମିତା ମେହେରଙ୍କୁ ତୁରନ୍ତ ନ୍ୟାୟ ନମିଳିଲେ ଆଗାମୀ ଦିନରେ ଆନ୍ଦୋଳନ ଜୋରଦାର ହେବବୋଲି ବିଜେପି ନେତା ବଡ଼ଜେନା କହିଛନ୍ତି l କିଛି ସମୟ ପାଇଁ ଜଟଣୀ ମୁଖ୍ୟରାସ୍ତାରେ ଯାନବାହାନ ଚଳାଚଳରେ ବାଧାପ୍ରାପ୍ତ ହୋଇଥିଲା ।

   Related Posts