Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଜାତୀୟ ରାଜପଥରେ ସାଇକେଲକୁ ଧକ୍କା ଦେଲା ମିନିଟ୍ରକ, ଚାଲିଗଲା ଜଣଙ୍କର ଜୀବନ

9/10/2021 at 8:41 AM

କଣ୍ଟାବାଞ୍ଜି ୦୯/୧୦: ବଙ୍ଗୋମୁଣ୍ଡା-ଖଡ଼ିଆଳ ୫୯ ଜାତୀୟ ରାଜପଥ ଗନ୍ଧରାବନ୍ଧ ନିକଟରେ ଦୁର୍ଘଟଣା। ସାଇକେଲକୁ ଧକ୍କା ଦେଲା ମିନିଟ୍ରକ, ଜଣେ ମୃତ । ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଛି । ବଙ୍ଗୋମୁଣ୍ଡା-ଖଡ଼ିଆଳ ୫୯ ଜାତୀୟ ରାଜପଥ ଗନ୍ଧରାବନ୍ଧ ନିକଟରେ ଘଟିଛି ଏହି ଦୁର୍ଘଟଣା । ମୃତକ ହେଲେ ଡୁମେରମୁଣ୍ଡା ଗାଁର ପରିବା ବିକାଳୀ ବିଦ୍ୟାଧର ପୁଟେଲ ।

   Related Posts