Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ମାଓବାଦୀ ଖଞ୍ଜିଥିଲେ ଲ୍ୟାଣ୍ଡମାଇନ୍, ଯବାନ କଲେ ନିଷ୍କ୍ରିୟ : ଅଳ୍ପକେ ବର୍ତ୍ତିଲେ ୩୦ ଯବାନ

28/01/2021 at 4:42 PM

ମାଲକାନଗିରି ୨୮।୧: ସୀମାନ୍ତ ଛତିଶଗଡ ଚିନ୍ତଲନାର ବଂଗାଲିପାରା ଗାଁ ଦେଇ ଯାଇଥିବା ମୁଖ୍ୟ ରାସ୍ତାରେ ପୋଲିସକୁ ଟାର୍ଗେଟ୍ କଲେ ମାଓବାଦୀ । ପୋଲିସକୁ ଟାର୍ଗେଟ୍ କରି ୧୦ କିଲୋ ଓଜନର ଲ୍ୟାଣ୍ଡ ମାଇନ ଖଞ୍ଜିଥିଲେ ମାଓବାଦୀ । ଏହି ଲ୍ୟାଣ୍ଡ ମାଇନ୍ କୁ ୨୨୩ ବାଟାଲିୟନର ଯବାନମାନେ ସାହସିକତାର ସହିତ ନିଷ୍କ୍ରିୟ କରିଛନ୍ତି । ଫଳରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ୩୦ ଜଣ ଯବାନ ।

ତେବେ ବିସ୍ଫୋରକ ସାମଗ୍ରୀ ଏତେ ଭୟଙ୍କର ଥିଲା ଯେ, ପୋଲିସର ଗାଡିକୁ ୨୦ ରୁ ୩୦ଫୁଟ ଅତି ସହଜରେ ଉଡାଇବାର କ୍ଷମତା ରଖିଥିଲା । ତେବେ ଘଟଣା ପରେ ପୋଲିସ ପକ୍ଷରୁ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି ।

   Related Posts