Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଜବାନଙ୍କୁ ଟାର୍ଗେଟ୍ କଲେ ମାଓବାଦୀ, ଆଇଇଡି ବିସ୍ଫୋରଣରେ ଜଣେ ଗୁରୁତର

30/12/2020 at 2:02 PM

ମାଲକାନଗିରି ୩୦।୧୨: ଓଡିଶା ସୀମାନ୍ତ ଛତିଶଗଡ ବିଜାପୁରରେ ଆଇଇଡି ବିସ୍ଫୋରଣ ହୋଇଛି । ବିସ୍ଫୋରଣ ଫଳରେ ଜଣେ ଜବାନ ଗୁରୁତର ହୋଇଛନ୍ତି । ଜବାନଙ୍କୁ ଟାର୍ଗେଟ୍ କରି ମାଓବାଦୀ ଖଞ୍ଜିଥିଲେ ଆଇଇଡି । ସୀମାନ୍ତ ବିଜାପୁର ଜିଲ୍ଲା ଗଙ୍ଗାଲୁର ଥାନା ଅଞ୍ଚଳରେ ଘଟିଛି ଏଭଳି ବିସ୍ଫୋରଣ । ଡିଆରଜି ଜବାନ ସର୍ଚ୍ଚ ଅପରେସନ୍ କରିବା ବେଳେ ଆଇଇଡି ବିସ୍ଫୋରଣ ହୋଇଥିଲା । ଆହତ ଜବାନଙ୍କୁ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

   Related Posts