Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କର୍ଣ୍ଣାଟକକୁ ମିଳିଲା ନୂଆ ମୁଖିଆ, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମ୍ମାଇ
  • ||
  • ବଙ୍ଗୋପସାଗରରେ ଲଘୁଚାପ, ଆସନ୍ତା ୩୦ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା
  • ||
  • ମାଓ ସହିଦ ସପ୍ତାହରେ ଜାରି ଲାଗିଲା ପୋଷ୍ଟର, ଜାରି ହେଲା ଅଡିଓ ଟେପ୍
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ
  • ||
  • ସାମାନ୍ୟ ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୭୦୩ କରୋନା ପଜିଟିଭ୍
  • ||

କାନ୍ଥ ଭୁଶୁଡି ୩ ଗୁରୁତର

1/06/2018 at 4:50 AM

ଜୟପୁର ଜୟନଗରରେ ଭୁଷୁଡିଲା କାନ୍ଥ,୩ ଗୁରୁତର ଆହତ । ଆହତମାନେ ହେଲେ ନନ୍ଦିନି ହରିଜନ, ଦାମ ହରିଜନ, ହେମ ହରିଜନ । ସମସ୍ତଙ୍କୁ ଚିକିତ୍ସା ପାଇଁ ଜୟପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘରେ ଶୋଇଥିବା ବେଳେ କାନ୍ଥ ଭୁଶୁଡି ପଡିଥିବା ଜଣାପଡିଥିବା ।

Leave a Reply

   Related Posts