Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

୪ ଦିନ ପାଇଁ ଜୟପୁର ପୌରପାଳିକା ଅଞ୍ଚଳ ସଟଡାଉନ୍

24/07/2020 at 10:07 AM

ଜୟପୁର୨୪/୭: ୪ ଦିନ ପାଇଁ ଜୟପୁର ପୌରପାଳିକା ଅଞ୍ଚଳ ସଟଡାଉନ୍। ଆସନ୍ତାକାଲି ଅର୍ଥାତ ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଲାଗୁ ହେବ କଟକଣା। ଏହି ସମୟରେ ଘରକୁ ଘର ବୁଲି ସ୍ବାସ୍ଥ୍ୟ ବିଭାଗ ତରଫରୁ ସମସ୍ତଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ରାଜ୍ୟରେ ସଂକ୍ରମଣଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ୁଥିବା ଦେଖି ଏଭଳି ନିଷ୍ପତ୍ତି ନିଆଯାଇଛି। କେବଳ ଏହି ଅଞ୍ଚଳ ନୁହେଁ ରାଜ୍ୟର ବିଭିନ୍ନ ଜିଲ୍ଳାରୁ ମଧ୍ୟ ସମାନ ଚିତ୍ର ଦେଖିବାକୁ ମିଳିଛି। ତେଣୁ ରାଜ୍ୟରେ ବର୍ତ୍ତମାନ ସୁନ୍ଧା କରୋନା ସଂକ୍ରମଣଙ୍କ ସଂଖ୍ୟା ଦିନକୁ ଦିନ ହୁହୁ ହୋଇ ବଢ଼ି ଚାଲିଛି।

   Related Posts