Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଜୟପୁର ସରକାରୀ ITI କଲେଜରେ ଅନଲାଇନ୍ ପରୀକ୍ଷାକୁ ବିରୋଧ କରି ଛାତ୍ର ଅଶାନ୍ତି

5/07/2018 at 6:53 AM

ଜୟପୁର ସରକାରୀ ITI କଲେଜରେ ଛାତ୍ର ଅଶାନ୍ତି । ଅନଲାଇନ୍ ପରୀକ୍ଷାକୁ ବିରୋଧ କରି କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି । କଲେଜ ସମ୍ମୁଖରେ ଛାତ୍ରଛାତ୍ରୀମାନେ ବିକ୍ଷୋଭ କରିବା ସହ ନାରାବାଜି କରୁଛନ୍ତି । ଆନ୍ଦୋଳନରେ କଲେଜର ସମସ୍ତ ଛାତ୍ରଛାତ୍ରୀ ସାମିଲ ହୋଇଛନ୍ତି । ସମସ୍ୟାର ସମାଧାନ ନକଲେ ଜାତୀୟ ରାଜପଥ ୨୬ ଅବରୋଧ କରିବାକୁ ଛାତ୍ରଛାତ୍ରୀ ଚେତାବନୀ ଦେଇଛନ୍ତି ।

   Related Posts