Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଆଜି ପ୍ରକାଶ ପାଇବ ଜେଇଇ ଆଡଭାନ୍ସଡ ରେଜଲ୍ଟ

14/06/2019 at 9:23 AM

ଭୁବନେଶ୍ବର ୧୪|୬: ଆଜି ପ୍ରକାଶ ପାଇବ ଜେଇଇ ଆଡଭାନ୍ସଡ ରେଜଲ୍ଟ । ସକାଳ ୧୦ଟାରୁ ଜେଇଇ ଆଡଭାନ୍ସଡ ୱେବସାଇଟରେ ପରୀକ୍ଷା ଫଳ ଉପଲବ୍ଧ ହେବ । ଏଥିରେ ରାଙ୍କ ହାସଲ କରିଥିବା ଛାତ୍ରଛାତ୍ରୀ ସାରା ଦେଶରେ ଥିବା ୨୨ଟି ଆଇଆଇଟିର ୧୧ ହଜାର ୨୭୯ ସିଟ୍‌ରେ ନାମ ଲେଖାଇପାରିବେ । ପୂର୍ବରୁ ଜେଇଇ ମେନ୍ ପରୀକ୍ଷାରେ ଶ୍ରେଷ୍ଠ ୨ ଲକ୍ଷ ୪୫ ହଜାର ଛାତ୍ରଛାତ୍ରୀ ଜେଇଇ ଆଡଭାନ୍ସଡ ଦେବାକୁ ଯୋଗ୍ୟ ବିବେଚିତ ହୋଇଥିଲେ । ତେବେ ସେମାନଙ୍କୁ ମଧ୍ୟରୁ ୧ ଲକ୍ଷ ୭୩ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଓଡ଼ିଶା କଥା ବିଚାର କଲେ, ମୋଟ୍ ୫ ହଜାର ଛାତ୍ରଛାତ୍ରୀ ଜେଇଇ ଆଡଭାନ୍ସଡ ଦେବାକୁ ଯୋଗ୍ୟ ବିବେଚିତ ହୋଇଥିବା ବେଳେ ପରୀକ୍ଷା ଦେଇଥିଲେ ୩ ହଜାର ୨୬୧ ଛାତ୍ରଛାତ୍ରୀ । ତେବେ ରାଙ୍କ ପ୍ରକାଶ ପରେ ଜଏଣ୍ଟ ସିଟ୍ ଆଲଟ୍ ମେଣ୍ଟ ଅଥରିଟି ନାମଲେଖା ପରିଚାଳନା କରିବେ ।

   Related Posts