Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜବେଷ୍ଟସ୍ ଭାଙ୍ଗି ଦୋକାନରୁ ଚୋରି କରୁଥିଲେ ୨ ସିକ୍ୟୁରିଟି ଗାର୍ଡ, ଧରିଦେଲେ ଗାଁ ଲୋକେ
  • ||
  • ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ଘରୁ ଉଠାଇ ନେଇ ନାବାଳିକାଙ୍କୁ ଦୁଷ୍କର୍ମ, ୨ ଗିରଫ
  • ||
  • ଆଖିବୁଜିଲେ ଫ୍ଲାଇଂ ଶିଖ୍ ତଥା କିମ୍ୱଦନ୍ତୀ ଧାବକ ମିଲଖା ସିଂହ
  • ||
  • ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ରାଜ୍ୟ ଦୁର୍ନୀତି ନିବାରଣ ବିଭାଗର ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କର ପରଲୋକ
  • ||
  • ବିରୋଧ ପରେ ବାଟକୁ ଆସିଲା ହକି ଇଣ୍ଡିଆ, ଦିଲ୍ଲୀପ ତିର୍କୀ ଆଡହକ୍ କମିଟିର ଚେୟାରମାନେ ଭାବେ ନିଯୁକ୍ତ
  • ||

ଜୟପୁର ରକ୍ତ ଭଣ୍ଡାରରେ ବ୍ୟପକ ଅନିୟମିତତାରେ ରକ୍ତ ଭଣ୍ଡାରର ଦୁଇ କର୍ମଚାରୀ ବଦଳି

22/08/2018 at 4:56 PM

ଜୟପୁର ରକ୍ତ ଭଣ୍ଡାରରେ ଚାଲିଥିବା ବ୍ୟାପକ ଅନିୟମିତତା ଖବର ନ୍ୟୁଜ7ରେ ପ୍ରସାରଣ ହେବା ପରେ ହୋଇଛି କାର୍ଯ୍ୟନୁଷ୍ଠାନ । ଅନିୟମିତତାର ତଦନ୍ତ କରି ରିପୋର୍ଟ ଦେବାକୁ ସ୍ବାସ୍ଥ୍ୟ ବିଭାଗ କୋରାପୁଟ ସିଡିଏମଓଙ୍କୁ ନିର୍ଦେଶ ଦେଇଥିଲା । ତଦନ୍ତରେ ବ୍ୟାପକ ଅନିୟମିତତା ହୋଇଥିବା କଥା ସାମ୍ନାକୁ ଆସିବା ପରେ ରକ୍ତ ଭଣ୍ଡାରରେ କାର୍ଯ୍ୟରତ ୨ ଜଣ କର୍ମଚାରୀଙ୍କୁ ବଦଳି କରାଯାଇଛି ।

   Related Posts