Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଝୁଲନ୍ତା ଅବସ୍ଥାରେ ଅନାଥ ଆଶ୍ରମରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର: ପୋଲିସ୍‌ର ଛାନ୍‌ଭିନ୍‌​‌ ଜାରି

26/06/2020 at 11:40 AM

କଳାହାଣ୍ଡି୨୬/୬: ବେସରକାରୀ ଅନାଥ ଆଶ୍ରମରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ମୃତ ଛାତ୍ର ଷଷ୍ଠ ଶ୍ରେଣୀରେ ପାଠ ପଢ଼ୁଥିଲେ। ଝୁଲନ୍ତା ଅବସ୍ଥାରେ ଆଶ୍ରମର ଶୌଚାଳୟରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି।

ମୃତ ଛାତ୍ରୀଙ୍କ ଘର ଧର୍ମଗଡ଼ ଥାନା ଅଞ୍ଚଳରେ ବୋଲି ଜଣାପଡିଛି। ଏହି ଘଟଣା ପରେ ପୋଲିସ୍‌ ଘଟଣାସ୍ଥଳରେ ପହଁଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି। ପୋଲିସ୍ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ମୃତଦେହକୁ ପଠାଇଛି।

   Related Posts