Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ଯୁବତୀଙ୍କ ଅର୍ଦ୍ଧ ଉଲଗ୍ନ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

10/03/2020 at 4:02 PM

ପାଟଣା ୧୦।୩: ସାରା ରାଜ୍ୟରେ ଆଜି ହୋଲି ପର୍ବ ପାଇଁ ଉତ୍ସବର ମାହୋଲ ଥିବାବେଳେ କେନ୍ଦୁଝର ଜିଲ୍ଲା ପାଟଣା ଥାନା ହଳଦୀବଟା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ଗାଁ ନିକଟ ଏକ ହୁଡାରୁ ଜଣେ ଯୁବତୀଙ୍କ ଅର୍ଦ୍ଧ ଉଲଗ୍ନ ଅବସ୍ଥାରେ ଝୁଲନ୍ତା ମୃତଦେହ ଠାବ ହୋଇଛି । ମୃତ ଯୁବତୀ ହେଲେ ହଳଦୀବଟା ଗ୍ରାମର କନକ ନାଏକ।

ଆଜି ସକାଳୁ ଗ୍ରାମର କିଛି ଲୋକ ହୁଡ଼ାକୁ ଯାଇଥିବା ବେଳେ ଏକ ଗଛରେ ଯୁବତୀଙ୍କ ମୃତଦେହ ଅର୍ଦ୍ଧ ଉଲଗ୍ନ ଅବସ୍ଥାରେ ଝୁଲୁଥିବାର ଦେଖିବାକୁ ପାଇଥିଲେ। ପରେ ପୋଲିସକୁ ଖବର ଦେବା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ଯୁବତୀଙ୍କ ମା’ ହତ୍ୟା ଅଭିଯୋଗ ଆଣିଥିବା ବେଳେ କେହି ତାଙ୍କ ସହିତ ଦୁଷ୍କର୍ମ କରି ହତ୍ୟା କରିଥିବା ଗ୍ରାମବାସୀ ସନ୍ଦେହ କରୁଛନ୍ତି।

   Related Posts