Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||
  • ଶୀତ ଖେଳୁଛି ଲୁଚକାଳି : ଆଜି ବଢିବ ଥଣ୍ଡା, କିନ୍ତୁ କାଲି କମିଯିବ
  • ||
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||

ରାଜ୍ୟର ଗୋଟିଏ ଲୋକସଭା ଓ ୫ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ୍

3/04/2019 at 6:34 PM

ଭୁବନେଶ୍ଵର ୪/୩-ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ଓଡ଼ିଶା ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ରାଜ୍ୟର ୧ଟି ଲୋକସଭା,୫ଟି ବିଧାନସଭା ପାଇଁ ଦଳ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏକମାତ୍ର  ଲୋକସଭା  ଆସନ ମୟୁରଭଂଜରୁ ଶିବୁସୋରେନଙ୍କ ଝିଅ ଶ୍ରୀମତି ଅଂଜଳି ସୋରେନଙ୍କୁ ପ୍ରାର୍ଥୀ କରାଯାଇଛି । ମୟୁରଭଂଜ ସାରସକଣା ବିଧାନସଭା ଆସନରୁ ମହେଶ ଚନ୍ଦ୍ର ହେମ୍ବ୍ରମ, ବାଙ୍ଗିରିପୋଷି ବିଧାନସଭା ଆସନରୁ ସୁନ୍ଦରମୋହନ ସିଂହ, ମୋରଡ଼ା ବିଧାନସଭା ଆସନରୁ କଳିଙ୍ଗ କେଶରୀ ଜେନା , ବୀରମିତ୍ରପୁରରୁ ସେବିୟନ ଆଇନ୍ଦ ,ରାଇରଙ୍ଗପୁରରୁ ସୁନାରାମ ଟୁଡ଼ୁଂକୁ ଦଳ ପ୍ରାର୍ଥୀ କରିଛି ।

 

   Related Posts