Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ବିଜେଡିରେ ସାମିଲ ହେଲେ ଜେଏମଏମର ୫୦ରୁ ଅଧିକ କର୍ମୀ

14/04/2019 at 4:12 PM

ବାରିପଦା ୧୪|୪: ମୟୁରଭଞ୍ଜ ଜିଲ୍ଲାରେ ନିର୍ବାଚନର ଶେଷ ପର୍ଯ୍ୟାୟ ଏପ୍ରିଲ ୨୯ ପାଇଁ ଦଳ ମାନଙ୍କର ଆରମ୍ଭ ହେଇଛି ଜୋରଦାର ପ୍ରଚାର । ଏଥିପାଇଁ ବାରିପଦା ସ୍ଥିତ ବିଜୁ ଜନତା ଦଳର ଜିଲ୍ଲା କାର୍ଯ୍ୟାଳୟରେ ଏକ ମିଶ୍ରଣ ସମାବେଶ ଅନୁଷ୍ଠିତ ହୋଇଥିଲା । ଏହି ମିଶ୍ରଣ ସମାବେଶରେ ବିଜେଡିର ଜିଲ୍ଲା ସଭାପତି ଦେବଶିଷ ମହାନ୍ତିଙ୍କ ନେତୃତ୍ବରେ ରାଇରଙ୍ଗପୁର ଅଞ୍ଚଳର ଝାଡଖଣ୍ଡ ମୁକ୍ତିମୋର୍ଚ୍ଚାର ପ୍ରାୟ ୫୦ରୁ ଉର୍ଦ୍ଧ୍ବ କାର୍ଯ୍ୟକର୍ତ୍ତାମାନେ ବିଜେଡିରେ ଯୋଗଦେଇଛନ୍ତି।

ଏହି ସମାବେଶରେ ବାରିପଦା ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥିନୀ ସରୋଜିନୀ ହେମ୍ବ୍ରମ, ମୟୁରଭଞ୍ଜ ଜିଲ୍ଲାର ଲୋକସଭା ପ୍ରାର୍ଥୀ ଦେବାଶିଷ ମାରାଣ୍ଡି ଏବଂ ବାରିପଦା ପୌରପରିଷଦର ପୂର୍ବତନ ଉପନଗରପାଳ ଜିତେନ୍ଦ୍ର ମହାନ୍ତିଙ୍କ ସମେତ ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

   Related Posts