Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ଫି ବୃଦ୍ଧି ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାଲି, ଜେଏନୟୁ ବାହାରେ ୧୪୪ ଧାରା ଜାରି

18/11/2019 at 11:59 AM

ନୂଆଦିଲ୍ଲୀ ୧୮।୧୧: ଫି ବୃଦ୍ଧି ପ୍ରତିବାଦରେ ଜେଏନୟୁ ଛାତ୍ରଛାତ୍ରୀଙ୍କ ରାଲି । ବ୍ୟାରିକେଡ ଭାଙ୍ଗିବା ସହ ସଂସଦ ଭବନ ଆଡକୁ  ବାହିରିଲେ ଛାତ୍ରଛାତ୍ରୀ । ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀ ଜେଏନୟୁ  ବାହାରେ ୧୪୪ ଧାରା ଜାରି କରିଛି ପ୍ରଶାସନ । ଆଜିଠୁ ସଂସଦ ଅଧିବେଶନ ଆରମ୍ଭ ହେଉଥିବାରୁ ଛାତ୍ରଛାତ୍ରୀମାନେ ସଂସଦ ଘେରିବା କାର୍ଯ୍ୟକ୍ରମ ରହିଥିଲା ।  ହଷ୍ଟେଲ ଫି ବୃଦ୍ଧିକୁ ନେଇ ଜେଏନୟୁରେ ଗତ କିଛି ଦିନ ହେଲା ଛାତ୍ରଛାତ୍ରୀମାନେ ଆନ୍ଦୋଳନ ଜାରି ରଖିଛନ୍ତି ।

   Related Posts