Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ କୋହଲିଙ୍କ ଘୋଷଣା, ଟି-୨୦ ୱାର୍ଲ୍ଡ କପ୍‌ ପରେ ଛାଡ଼ିବେ କ୍ୟାପ୍ଟେନ୍‌ ପଦ
  • ||
  • ସାନଖେମୁଣ୍ଡି : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ଠିକାଦାରଙ୍କଠୁ ନେଉଥିଲେ ୫୦ହଜାର ଟଙ୍କା ଲାଞ୍ଚ
  • ||
  • ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା : IMD ଡିଜି
  • ||
  • ମାଲକାନଗିରି : ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ : କ୍ୟାମ୍ପ୍‌ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ
  • ||
  • ପୁରୀ : ଶୁକ୍ରବାର ବନ୍ଦ ରହିବ ଶ୍ରୀମନ୍ଦିର, ବିଶେଷ ନୀତି ଯୋଗୁଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ
  • ||
  • ସୋର : ଫୁଲୁଛି କାଂଶ ବାଂଶ ନଦୀ, ବଢୁଛି ଜଳସ୍ତର : ଚିନ୍ତାରେ ତଳିଆ ଅଞ୍ଚଳବାସୀ
  • ||
  • ଖଣ୍ଡପଡା : ରଥିଆ ନାଳରେ ଭାସି ବୃଦ୍ଧ ନିଖୋଜ, ମାଛ ଧରିବାକୁ ଯାଇ ନାଳରେ ଭାସିଯାଇଥିବା ସନ୍ଦେହ
  • ||
  • ଜଗତସିଂହପୁର : ମହାନଦୀ ବନ୍ୟାଜଳରେ ବୁଡି ଗାଡି ଚାଳକ ନିଖୋଜ, ଇଟାଭାଟିକୁ ଯାଉଥିବା ବେଳେ ଅଘଟଣ
  • ||
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||

ଜବାହାର ନବୋଦୟ ବିଦ୍ୟାଳୟରେ ସିନିଅର ଛାତ୍ର ଜୁନିଅର ଛାତ୍ରଙ୍କୁ ରାଗିଂ ଅଭିଯୋଗ

30/01/2019 at 9:34 AM

ଆନନ୍ଦପୁର ୩୦|୧:  ଆନନ୍ଦପୁର ହଦଗଡ଼ ସ୍ଥିତ ଜବାହାର ନବୋଦୟ ବିଦ୍ୟାଳୟରେ ରାଗିଂ ଅଭିଯୋଗ । ସିନିଅର ଛାତ୍ରମାନେ ୩୩ ଜଣ ଜୁନିଅର ଛାତ୍ରଙ୍କୁ ରାଗିଂ କରିଥିବା ଅଭିଯୋଗ ହୋଇଛି । ୩ରୁ ୪ ଘଣ୍ଟା ଆଣ୍ଠେଇ ଦେଇଥିବା ଅଭିଯୋଗ ହୋଇଛି । ଟଙ୍କା ଚୋରିକୁ କେନ୍ଦ୍ର କରି ସିନିଅରମାନେ ଏଭଳି କାଣ୍ଡ ଘଟାଇଥିବା ସୂଚନା ମିଳିଛି । ପରେ ଅଭିଭାବକମାନଙ୍କ ଅଭିଯୋଗ ପରେ ରାଗିଂ କରିଥିବା ଛାତ୍ରଙ୍କୁ କିଛିଦିନ ପାଇଁ ସ୍କୁଲରୁ ତଡ଼ି ଦିଆଯାଇଛି । ତେବେ ରାତିରେ ଏଭଳି ଘଟଣା ଘଟୁଥିବା ବେଳେ ସ୍କୁଲ କର୍ତ୍ତୃପକ୍ଷ କେମିତି ଜାଣିପାରୁନାହାନ୍ତି, ତା’କୁ ନେଇ ଚିନ୍ତାରେ ପଡ଼ିଛନ୍ତି ଅଭିଭାବକ ।

   Related Posts