Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

କରୋନାରେ ପ୍ରାଣ ହରାଇଥିଲେ ସାମ୍ଵାଦିକ, ପରିବାରଙ୍କୁ ମିଳିଲା ୧୫ ଲକ୍ଷ ଟଙ୍କାର ସହାୟତା

2/03/2021 at 8:28 PM

ଖୋର୍ଦ୍ଧା ୦୨।୦୩: କରୋନା ଆକ୍ରାନ୍ତ ହେବା ଯୋଗୁଁ ବୈଦ୍ୟୁତିକ ଗଣମାଧ୍ୟମ ନ୍ୟୁଜ୍-୧୮ର ଭୁବନେଶ୍ଵର ପ୍ରତିନିଧି ପ୍ରବୀର କୁମାର ପ୍ରଧାନଙ୍କ ମୃତ୍ୟୁ ହୋଇଥିଲା। ଏବେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସୁପାରିସ କ୍ରମେ ରାଜ୍ୟ ସରକାର ୧୫ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ସ୍ଵର୍ଗତ ପ୍ରବୀର ପ୍ରଧାନଙ୍କ ପତ୍ନୀଙ୍କୁ ପ୍ରଦାନ କରିଛନ୍ତି। ଜିଲ୍ଲାପାଳ ସନତ କୁମାର ମହାନ୍ତି ମଙ୍ଗଳବାର ୧୫ ଲକ୍ଷ ଟଙ୍କାର ଚେକ୍‌ ପ୍ରବୀରଙ୍କ ପତ୍ନୀ ସସ୍ମିତା ସ୍ଵାଇଁଙ୍କୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରଦାନ କରିଛନ୍ତି।

   Related Posts