Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଗୋଶାଳା କଲପଡାରେ ଖାଲରେ ଖସିପଡି ୨ ଶିଶୁ ମୃତ
  • ||
  • ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ, ଯୌତୁକ ମାମଲାରେ ଦଫା କାଟିବାକୁ ନେଉଥିଲେ ୬ହଜାର ଟଙ୍କା
  • ||
  • ନବରଙ୍ଗପୁର : କୁନ୍ଦେଇ ସରପଞ୍ଚ ନିଲମ୍ବିତ, ଭାରତମାଳା ଯୋଜନାକୁ ବିରୋଧ କରିବାରୁ କାର୍ଯ୍ୟାନୁଷ୍ଠାନ
  • ||
  • ୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରୁ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ
  • ||
  • ନୀଳଗିରି: ହାତୀ ଆତଙ୍କରେ ଅଞ୍ଚଳବାସୀ
  • ||
  • ମାଲକାନଗିରି : ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
  • ||
  • କେନ୍ଦୁଝର : ବାଇକ୍ ଧକ୍କାରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି
  • ||

କଂଗ୍ରେସରେ ମିଶିଲେ ସାମ୍ବାଦିକ ସତ୍ୟ ନାୟକ

12/08/2018 at 11:29 AM

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପସ୍ଥିତିରେ ଶତାଧିକ ସମର୍ଥକଙ୍କ ଗହଣରେ ସେ କଂଗ୍ରେସରେ ମିଶିଛନ୍ତି । କଂଗ୍ରେସରେ ଯୋଗ ଦେବା ପରେ ସତ୍ୟ ନାୟକ କହିଛନ୍ତି ଦୁର୍ନୀତି ବିରୋଧରେ ଆହୁରି ସ୍ବରକୁ ଶାଣିତ କରିବି । ଦଳ ଯଦି ଚାହେଁ, ସିଧାସଳଖ ନିର୍ବାଚନ ମଇଦାନକୁ ଓହ୍ଲାଇବି ବୋଲି ମଧ୍ୟ କହିଛନ୍ତି । ସତ୍ୟ ନାୟକ ମିଡିଆ ସେଲର ମୁଖ୍ୟ ହେବେ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି |

   Related Posts