Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ପ୍ରାର୍ଥୀପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ୍

26/03/2019 at 11:21 AM

ସୁନ୍ଦରଗଡ ୨୬|୩ : ସୁନ୍ଦରଗଡ ପାଇଁ ଆଜି ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି କେନ୍ଦ୍ର ମନ୍ତ୍ରୀ  ଜୁଏଲ ଓରାମ।  ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସମର୍ଥକଙ୍କ ଗହଣରେ ପହଞ୍ଚି ଜୁଏଲ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଗତଥର ସେ ଏହିଠାରୁ ନିର୍ବାଚନ ଜିତିଥିଲେ। ଏକମାତ୍ର ବିଜେପି ପ୍ରାର୍ଥୀ ଭାବେ ଓଡ଼ିଶାରୁ ନିର୍ବାଚିତ ହୋଇଥିଲେ ଜୁଏଲ।  ହକି ତାରକା ଦିଲ୍ଲୀପ ତିର୍କୀଙ୍କୁ ହରାଇଥିଲେ ଜୁଏଲ।

ଏଥର ଜୁଏଲଙ୍କ ବିରୋଧରେ ପ୍ରାର୍ଥୀ ହୋଇଛନ୍ତି ବିଜେଡିରୁ ସୁନିତା ବିଶ୍ବାଳ। ସୁନୀତା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ହେମାନନ୍ଦ ବିଶ୍ବାଳଙ୍କ ଝିଅ। ତେବେ ଏଥର  କଂଗ୍ରେସରୁ ପ୍ରାର୍ଥୀ ହୋଇଛନ୍ତି ଜର୍ଜ ତିର୍କୀ।

   Related Posts