Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

କେଲୁଆ ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ୩ ଦିନ ପରେ ମିଳିଲା ମୃତଦେହ

1/09/2020 at 4:30 PM

ଯାଜପୁର୧/୯: କେଲୁଆ ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ। ଯାଜପୁର ଜିଲ୍ଲାର ବଡ଼ଚଣା ବ୍ଳକର ଶାଉଡିଆ ପଞ୍ଚାୟତ ମୂଷା ଟିଗିରୀ ଗ୍ରାମର ଅମିତି ଦାସ୍, ତାଙ୍କ ବୟସ ୨୦ ବର୍ଷ। । ସେ ଶୌଚ ହେବାକୁ ଗଲାବେଳେ କେଲୁଆ ନଦୀର ବନ୍ୟା ଜଳର ପ୍ରଖର ସ୍ରୋତରେ ଭାସି ଯାଇଥିଲେ। ଗତ ୩୦ ତାରିଖ ଅର୍ଥାତ ରବିବାର ଦିନ ଏହି ଘଟଣା ଘଟିଥିଲା। ପରିବାର ଏବଂ ସ୍ଥାନୀୟ ଲୋକେ ତାଙ୍କୁ ବହୁ ଖୋଜାଖୋଜି କରିଥିଲେ। ହେଲେ ତାଙ୍କ ସନ୍ଧାନ ମିଳିନଥିଲା। ପରବର୍ତ୍ତୀ ସମୟରେ ମୂଷା ଟିଗୀରି ଗ୍ରାମଠାରେ ରତ୍ନଗିରି ଚଣ୍ଡିଖୋଲରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ବାଲିଚନ୍ଦ୍ରପୁର ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଁଞ୍ଚିଥିଲେ। ଏବେ ପୁଲିସ୍ ଜବତ କରି ତଦନ୍ତ ଚଳାଇଛି।

   Related Posts