Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

ମାନସିକ ବିକୃତ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ଗାଁରେ ଖେଳିଗଲା ଶୋକର ଛାୟା

7/11/2020 at 4:24 PM

ପାଟଣା୭/୧୧: ମାନସିକ ବିକୃତ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ବାଉଁଶୁଳି ଗ୍ରାମରେ ଥିବା ଘର ପଛପଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ବାଡି ପଛ ପଟେ ଥିବା ଆମ୍ବ ଗଛରୁ ତାଙ୍କର ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି।

ମୃତ ଯୁବକ ହେଲେ ବାଉଁଶୁଳି ଗ୍ରାମର ଗୋପାଳିସାହିର ରବିନ୍ଦ୍ର ନାଏକଙ୍କ ପୁଅ ଚିନ୍ମୟ ନାଏକ। ସେ ମାନିସିକ ବିକୃତ ଥିବା ପରିବାର ଲୋକେ କହୁଥିବା ବେଳେ କୌଣସି କାରଣରୁ ଆଜି ସକାଳୁ ଏକ ଆମ୍ବ ଗଛରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ତୁରୁମୁଙ୍ଗା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି।

   Related Posts