Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ଯୁବକଙ୍କ ପାଗାଳାମୀ: ନିଜ ଘରେ ନିଆଁ ଲଗାଇଲା, କାଟିଲା ବେକ

26/11/2020 at 6:10 PM

ଅନୁଗୁଳ୨୬/୧୧: ଯୁବକଙ୍କ ଉନ୍ମତ୍ତ କାଣ୍ଡ। ପାରିବାରିକ କଳହକୁ କେନ୍ଦ୍ରକରି ନିଜ ଘରେ ନିଆଁ ଲଗାଇବା ସହ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଛି। ଛେଣ୍ଡିପଦା ଖମାର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ପରିବାର ଲୋକଙ୍କ କହିବା ଅନୁସାରେ, ପାରିବାରିକ କଳହକୁ କେନ୍ଦ୍ରକରି ନିଜ ଘରେ ନିଆଁ ଲଗାଇ ଦେଇଥିଲା। ପରେ ବେକ କାଟି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲା।

ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଛେଣ୍ଡିପଦା ପରେ ଅନୁଗୁଳ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କାଟାପନ୍ନ ହେବାରୁ ତାଙ୍କ କଟକ ସ୍ଥାନାନ୍ତର କରାଯାଇଛି। ଏହି ଯୁବକ ହେଲେ ଛେଣ୍ଡିପଦା ଖମାର ଗାଁର ଖୁକୁନୁ ବେହେରା।

   Related Posts