Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||

ଯୁବକଙ୍କ ଦେହରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ, ଛଟପଟ ହୋଇ ଚାଲିଗଲା ଜୀବନ

12/01/2021 at 8:35 PM

ଅନୁଗୋଳ୧୨/୧: ଯୁବକଙ୍କୁ ବାନ୍ଧି ଜାଳି ଦେଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଅନୁଗୋଳ ଜିଲ୍ଲା ହଣ୍ଡପା ଥାନା ବଇଣ୍ଡା କେନ୍ଦୁସାହି ଗାଁରୁ ଏଭଳି ଅଭିଯୋଗ ଆସିଛି। ଏ ନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ହଣ୍ଡପା ଥାନା ବଇଣ୍ଡା କେନ୍ଦୁସାହି ଗାଁରେ ରାଜକିଶୋର ପ୍ରଧାନଙ୍କୁ ର୍ଦୁର୍ବୃତ୍ତମାନେ ନିଆଁ ଲଗାଇ ହତ୍ୟା କରିଥିବା ଅଭିଯୋଗ ହୋଇଛି।

ମୃତକଙ୍କ ବୟସ ୨୫ ବର୍ଷ। ଦୁର୍ବୃତ୍ତମାନେ ପ୍ରଥମେ ରାଜକିଶୋରଙ୍କୁ ଏକ ଖୁଣ୍ଟରେ ବାନ୍ଧି ଦେଇଥିଲେ। ପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ସେହି ନିଆଁରେ ପୋଡ଼ିହୋଇ ପ୍ରାଣ ହରାଇଛନ୍ତି ରାଜ କିଶୋର। ଏନେଇ ପୁଲିସର କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି।

   Related Posts