Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଅନ୍ଧାର ରାତିରେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା: ହତ୍ୟାକାରୀ ଫେରାର୍

14/10/2020 at 9:22 PM

ଯାଜପୁର୧୪/୧୦: ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ଅଧୀନ ବନମାଲୀପୁର ଠାରେ ଏକ ନଦୀ ବନ୍ଧ ନିକଟରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଦୁର୍ବୁତ୍ତ ଫେରାର ହୋଇଯାଇଛନ୍ତି। ମୃତ ଯୁବକ ହେଲେ ସ୍ଥାନୀୟ ମଝିପଡ଼ା ପଂଚାୟତର ବନମାଲୀପୁର ଗ୍ରାମର ଉତ୍ସବ ସେଠି। ସେ ବାଇକ ଯୋଗେ ଘରକୁ ଫେରୁ ଥିବା ବେଳେ, ବନମାଲୀପୁର ଠାରେ ନଦୀ ବନ୍ଧ ଉପରେ ଏକ ମାରଣାସ୍ତ୍ରରେ ନିର୍ମମ ଭାବେ ହତ୍ୟା କରି ଫେରାର ହୋଇ ଯାଇଛନ୍ତି। କେଉଁ କାରଣରୁ ହତ୍ୟା କରାଯାଇଛି ତାହା ଜଣା ପଡି ନଥିବା ବେଳେ, ଘଟଣା ସ୍ଥଳରେ ବାଲିଚନ୍ଦ୍ରପୁର ପୁଲିସ ପହଂଚି ଘଟଣାର ଅଧିକ ତଦନ୍ତ ଚଳାଇଛି।

   Related Posts