Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ସ୍କୁଲ ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ, ଖିଅ ଖୋଜୁଛି ପୋଲିସ

24/07/2021 at 12:46 PM

ନବରଙ୍ଗପୁର ୨୪।୦୭: ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଠାବ । ନବରଙ୍ଗପୁର ସହର ମହାଦେବ ସ୍କୁଲ ପରିସର ମଧ୍ୟରେ ଏକ ଝୁଲନ୍ତା ମୃତଦେହ ଠାବ ହୋଇଛି । ମୃତ ଯୁବକଙ୍କ ନାମ ରଞ୍ଜିତ ନାୟକ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, ନବରଙ୍ଗପୁର ସହର ନିକଟରେ ଥିବା ମହାଦେବ ସ୍କୁଲ ପରିସର ଦେଇ କିଛି ଲୋକ ଯାଉଥିବା ବେଳେ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ଦେଖିଥିଲେ । ଏହାପରେ ତୁରନ୍ତ ଏନେଇ ସ୍ଥାନୀୟ ପୋଲିସକୁ ସୂଚନା ଦେଇଥିଲେ । ସୂଚନା ପାଇ  ନବରଙ୍ଗପୁର ଟାଉନ୍‌ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ରିପୋର୍ଟ ଆସିବ ପରେ ହତ୍ୟାକାଣ୍ଡର ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ । ବିଭିନ୍ନ ଦିଗକୁ ନେଇ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ ।

   Related Posts