Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ଜମିଜମା ବିବାଦରୁ ତୁମୂଳକାଣ୍ଡ, ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

3/05/2021 at 8:45 AM

ଉଦଳା, ୦୩।୦୫:  ଜମିବାଡ଼ିକୁ କେନ୍ଦ୍ର କରି ତମୂଳକାଣ୍ଡ ।  ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ।ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ପୁରୁଣା ବାରିପଦା ଗ୍ରାମରେ ।

 ସୂଚନାନୁସାରେ, ଗ୍ରାମର ଦିଲ୍ଲୀପ ପଢିଆରୀଙ୍କ ତାଙ୍କ ପଡୋଶୀଙ୍କ ସହ ଜମିଜମା ବିବାଦ ରହିଥିଲା । ଯାହା ସୋମବାର ଉଗ୍ର ରୂପ ଧାରଣ କରିଥିଲା । ଦିଲ୍ଲୀପଙ୍କୁ ତାଙ୍କ ଠେଙ୍ଗାରେ ବାଡେଇ ଲହୁଲୁହାଣ  କରି ପକାଇଛନ୍ତି। ତାଙ୍କୁ ଗୁରୁତର ଅଭସ୍ଥାରେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

   Related Posts