Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଜଳନ୍ତା ଅବସ୍ଥାରେ ରାସ୍ତାରେ ଦୌଡୁଥିଲେ ଯୁବକ, ଉଦ୍ଧାର କଲେ ସ୍ଥାନୀୟ ଲୋକେ

18/04/2021 at 7:34 AM

ଚୌଦ୍ୱାର ୧୮।୦୪: ଅର୍ଦ୍ଧଦଗ୍ଧ ଅବସ୍ଥାରେ ଯୁବକ ଉଦ୍ଧାର l କଟକ ଜିଲ୍ଲା ଟାଙ୍ଗୀ ଥାନା ସଫା ଗାଁ ନିକଟରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ ।  ଯୁବକଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ଯୁବକଙ୍କ କଣ ପାଇଁ ଦେହରେ ନିଆଁ ଲଗାଇଲେ ତାହା ଏପର୍ଯ୍ୟନ୍ତ  ଜଣାପଡିନାହିଁ ।

ଖବର ଅନୁଯାୟୀ, ଯୁବକ ଜଣଙ୍କ ଜଳନ୍ତା ଅବସ୍ଥାରେ ରାସ୍ତାରେ ଦୌଡୁଥିବା ବେଳେ ସ୍ଥାନୀୟ ଲୋକେ ଯୁବକ ଜଣଙ୍କୁ ଉଦ୍ଧାର କରିଥିଲେ । ପରେ ୧୦୮ ଆମ୍ବୁଲାନ୍ସ ଯୋଗେ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ଅବସ୍ଥା ଖରାପ ଥିବାରୁ ସେଠାରୁ କଟକ ବଡ ମେଡିକାଲକୁ ପଠାଯାଇଛି । ତେବେ ଯୁବକ ଜଣଙ୍କ ପରିଚୟ ମିଳିନଥିବା ବେଳେ ଯୁବକ ଜଣଙ୍କ ଦେହରେ ନିଆଁ ଲାଗିଥିବା ସଫା ଗାଁର କିଛି ଯୁବକ ଦେଖିବାକୁ ପାଇଥିଲେ । ଯୁବକ ଜଣଙ୍କ ଏପରି ଅବସ୍ଥା ଦେଖି ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଖଵର ଦେଇଥିଲେ। ସବୁଠାରୁ ଆଶ୍ଚର୍ଯ୍ୟ କଥା ହେଲା ଯୁବକ ଜଣଙ୍କ ଦେହରେ ନିଆଁ ଲାଗି ୪୦ ପ୍ରତିଶତ ଫୋଡିଯାଇଥିଲେ ମଧ୍ୟ ନିଜେ ରାସ୍ତାରେ ଚାଲି ଚାଲି ଯାଇ ଆମ୍ବୁଲାନ୍ସ ରେ ଚଢ଼ିଥିଲେ । ତେବେ ଯୁବକଙ୍କ କଣ ପାଇଁ ଦେହରେ ନିଆଁ ଲଗାଇଲେ ତାହା ଏପର୍ଯ୍ୟନ୍ତ  ଜଣାପଡିନାହିଁ ।

   Related Posts