Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ପୂର୍ବ ଶତ୍ରୁତାରୁ ଭୟାନକ ପରିଣତି, ଯୁବକଙ୍କ ଗଳାକୁ ବ୍ଲେଡରେ କାଟିଦେଲେ

3/04/2021 at 12:03 PM

ବ୍ରହ୍ମପୁର,୦୩/୦୪: ବ୍ରହ୍ମପୁରରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୁଣି ଯୁବକଙ୍କୁ ଆକ୍ରମଣ। ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳର ଜଣେ ଯୁବକଙ୍କୁ ଗଳା କାଟି ହତ୍ୟା ଉଦ୍ୟମ କରାଯାଇଛି ।

ସୂଚନାନୁସାରେସ ଆଙ୍କୁଲି ଅଞ୍ଚଳର ଶୁଭମ ବେହେରା ସକାଳୁ ଗୋପାଳପୁର ରାସ୍ତାରେ ଥିବା ଡୁରା ଛକ ନିକଟସ୍ଥ ଏକ ପୋଖରୀକୁ ଗାଧେଇବାକୁ ଯାଇଥିଲେ। ଠିକ ସେହି ସମୟରେ କିଛି ଦୁର୍ବୁତ୍ତ ଆସି ତାଙ୍କୁ ଏକ ଧାରୁଆ ବ୍ଲେଡ଼ରେ ଆକ୍ରମଣ କରିଥିଲେ  । ଫଳରେ ଶୁଭମ ଗୁରୁତର ହୋଇ ପଡିଥିଲେ । ସେଠାରେ ଉପସ୍ଥିତ ଥିବା କିଛି ସାଙ୍ଗ ସାଥି ପରିବାରକୁ ଏନେଇ ଖବର ଦେଇଥିଲେ ।

ଖବର ପାଇ ପରିବାର ଲୋକେ ତାଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରିଥିଲେ । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଂକାଟାପନ୍ନ ଥିବା  ପରିବାରବର୍ଗ  କହିଛନ୍ତି। ତେବେ ତାଙ୍କର ଗଳାରେ ତିନୋଟି ଓ ହାତରେ ତିନିଟି ସ୍ଥାନରେ ଆଘାତ ଲାଗିଛି ।

   Related Posts