Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଯୁବକଙ୍କ ଗଳା କାଟି ହତ୍ୟା, ଗ୍ୟାରେଜକୁ କାମ କରିବାକୁ ଯାଇ ଘରକୁ ଫେରିନଥିଲେ

29/09/2021 at 9:22 AM

ବରଗଡ଼ ୨୯/୦୯: ବରଗଡ ଟାଉନ ଥାନା ଅମ୍ବାପାଲି ଖେଳପଡ଼ିଆରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର । ଯୁବକଙ୍କୁ ଗଳା କାଟି ହତ୍ୟା କରାଯାଇଥିବା ସନ୍ଦେହ । ଘଟଣା ସ୍ଥଳରେ ଟାଉନ ପୋଲିସ ପହଞ୍ଚି ଆରମ୍ଭ କରିଛି ତଦନ୍ତ । ମୃତ ଯୁବକ ଜଣକ ଅତବିରା ଥାନା ଅନ୍ତର୍ଗତ ମହମ୍ମଦ କାସିମ ବୋଲି ଜଣା ପଡ଼ିଛି ।

ସବୁଦିନ ପରି ବରଗଡ଼ ଡେମକଲୋନୀ ନିକଟସ୍ଥ କାସିମ ଲେଦ ଗ୍ୟାରେଜରେ କାମ କରିବାକୁ ଆସିଥିଲେ । କିନ୍ତୁ ରାତିରେ ଘରକୁ ଫେରିନଥିଲେ । ଆଜି ସକାଳୁ ଖବର ପାଇ ପରିବାର ଲୋକେ ଘଟଣା ସ୍ଥଳକୁ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କେହି ଗଳା କାଟି ହତ୍ୟା କରିଥିବା ଏବଂ କାହା ସହିତ ପୂର୍ବ ଶତ୍ରୁତା ନଥିବା କହୁଛନ୍ତି ।

   Related Posts