Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ମୃତଦେହ ଠାବ: ହତ୍ୟା ପରେ ଫିଙ୍ଗିଦେଇଥିବା ଅନୁମାନ, ମୃତକଙ୍କ ନାଁରେ ଥିଲା ଅନେକ ଅପରାଧିକ ମାମଲା

8/10/2021 at 8:28 AM

ବ୍ରହ୍ମପୁର ୦୮/୧୦: ବ୍ରହ୍ମପୁର ଗୋଷାଣିନୁଆଗାଁ ଥାନା ହଳଦିଆ ପଦର ନିକଟ ରାଜ ରାସ୍ତାକଡରୁ ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି । କେହି ତାଙ୍କୁ ହତ୍ୟା କରିବା ପରେ ଫୋପାଡି ଦେଇଥିବା ଅନୁମାନ କରାଯାଉଛି । ମୃତକ ଜଣଙ୍କ ହେଲେ ଗଞ୍ଜାମ ପୋଲସରା ଅଞ୍ଚଳର ସୁଧୀର କୁମାର ସାହୁ ।

ମୃତକଙ୍କ ନିକଟରୁ କେତେକ ପରିଚୟ ପତ୍ର ମିଳିଛି । ଏହାକୁ ଆଧାର କରି ମୃତକ ଜଣକ ସୁଧୀର ବୋଲି ଅନୁମାନ କରିଛି ପୋଲିସ୍ । ସୁଧୀର ନାମରେ ପାଖାପାଖି ୧୫ରୁ ଅଧିକ ଅପରାଧିକ ମାମଲା ଥିବା ସୁଚନା ମିଳିଛି । ଘଟଣା ସମ୍ପର୍କରେ ଖବର ପାଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତନାଘନା ଆରମ୍ଭ କରିଛି।

   Related Posts