Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ଝୁଲନ୍ତା ଅବସ୍ଥାରେ ଜଣେ ମହିଳା ଏବଂ ପୁରୁଷଙ୍କ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

8/01/2021 at 9:57 AM

ନିଆଳି୮/୧: ଶିଶୁ ମନ୍ଦିର ପଛପଟୁ ଜଣେ ପୁରୁଷ ଏବଂ ମହିଳାଙ୍କ ମୃତଦେହ ଉଦ୍ଧାର। ଓଲଟପୁର ଥାନା ଅଧିନ କଣ୍ଟାପଡ଼ା ସରସ୍ଵତୀ ଶିଶୁମନ୍ଦିର ପଛପଟେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି।ଦୁହେଁ ଆତ୍ମହତ୍ୟା କରିବା ସନ୍ଦେହ କରାଯାଉଛି। ମୃତକ ପୁରୁଷ ହେଲେ ବାଘୁଆ ଗ୍ରାମର ଲୋଚନ ଭୋଇ ଏବଂ  ମହିଳା ଜଣଙ୍କ ହେଲେ ଚିନା ଭୋଇ ମାଝି।ବର୍ତ୍ତମାନସୁଦ୍ଧା  ଆତ୍ମହତ୍ୟାର କାରଣ ଅପ୍ପଷ୍ଟ। ଘଟଣାସ୍ଥଳରେ ଓଲଟ ପୁର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

   Related Posts