Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର, ପୋଲିସ୍ ଆରମ୍ଭ କଲା ତଦନ୍ତ

20/10/2020 at 10:42 PM

ଚଣ୍ଡିଖୋଲ୨୦/୧୦: ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ଅଧୀନ ନାନପୁର ଗ୍ରାମରେ ଏକ କ୍ଳବ ଘରୁ ମୃତଦେହ ଉଦ୍ଧାର। ମୃତକ ହେଲେ ନାନପୁର ଗ୍ରାମ ମାନସ ନାୟକ। ସେ କ୍ଳବ ଘରେ ଆତ୍ମହତ୍ୟା କରିଥିବା କୁହାଯାଉଥିବା ବେଳେ ତାଙ୍କ ଶରୀୀ ରକ୍ତାକ୍ତ ଅବସ୍ଥାରେ ପଡି ରହିଥିଲା। ଏହା ହତ୍ୟା ନା​‌ ଆତ୍ମହତ୍ୟା, ତାହା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ। ବାଲିଚନ୍ଦ୍ରପୁର ପୁଲିସ ଘଟଣାସ୍ଥଳରେ ପହଁଞ୍ଚି ତଦନ୍ତ ଚଳାଇଛି। ଦୀର୍ଘ ସମୟ ଧରି ଖୋଜା ଖୋଜି ପରେ କ୍ଳବ ଘରୁ ଝୁଲନ୍ତା ଅବସ୍ଥାରେ ମାନସଙ୍କ ମୃତଦେହ ଉଦ୍ଧାର କରିଥିଲା ପୋଲିସ୍।

   Related Posts